ଏଟିଏମ୍ ଲୁଟେରା ଗିରଫ

ଜୁନାଗଡ଼ (ବଡ଼ ଖବର ବ୍ୟୁରୋ): ନିରିହ ଲୋକଙ୍କୁ ଟାର୍ଗେଟ କରି ଏଟିଏମ ନିକଟରୁ ଲୁଟ କରୁଥିବା ଜଣେ ଅଭିଯୁକ୍ତକୁ ଗିରଫ କରିଛି କଳାହାଣ୍ଡି ପୋଲିସ । ଗିରଫ ଅଭିଯୁକ୍ତ ହେଲା ଚୈବନ ନାଗ। ତାଙ୍କ ଘର ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଅଞ୍ଚଳରେ। ଚୈବନ ବିଭିନ୍ନ ଜିଲ୍ଲାକୁ ଯାଇ ଏଟିଏମ ନିକଟରେ ଠିଆ ହେଉଥିଲା। ନିରିହ ଲୋକଙ୍କୁ ଟଙ୍କା ଉଠାଣରେ ସାହାଯ୍ୟ କରିବା ବାହାନାରେ ସବୁ ଟଙ୍କା ଲୁଟି ନେଉଥିଲା । ୪ ଜଣଙ୍କ ଠାରୁ ଲୁଟ୍ କରିଥିବା ପ୍ରଥମେ ଜୁନାଗଡ଼ ଥାନାରେ ଏତଲା ଦିଆଯାଇଥିଲା । ଏହାପରେ ତତ୍ପର ହୋଇଛି ପୋଲିସ । ଅଭିଯୁକ୍ତକୁ ଗିରଫ କରିବା ସହ ତା’ପାଖରୁ ୭ଟି ଏଟିଏମ କାର୍ଡ, ନଗଦ ୬୭୦୦୦ ଟଙ୍କା ଓ ୨ଟି ମୋବାଇଲ ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!