Masthead

୧୦.୫ଗ୍ରାମ ବ୍ରାଉନସୁଗାର ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କକଟପୁର ଥାନା ଓଲଙ୍ଗରା ଅଞ୍ଚଳରୁ ଆଜି ୧୦.୫ଗ୍ରାମ ବ୍ରାଉନସୁଗାର ଜବତ କରିଛି କାକଟପୁର ପୋଲିସ । ଓଲଙ୍ଗରାଠାରେ କାକଟପୁର ଥାନା ଏସଆଇ ସନାତନ ଖୁଣ୍ଟିଆ ସହକର୍ମୀଙ୍କ ସହ ପାଟ୍ରୋଲିଂ କରୁଥିବା ସମୟରେ ଏହି ସପଳତା ପାଇଛନ୍ତି । ଓଲଙ୍ଗରାର ପ୍ରଶାନ୍ତ ସ୍ୱାଇଁ (୪୬) ଓ ତାଙ୍କ ବନ୍ଧୁ ବୁଲୁ ଦାସ (୩୫) ଏକ ବାଇକ୍ରେ କାକଟପୁର ଆସୁଥିଲେ । ପୋଲିସ ସେମାନଙ୍କୁ ଅଟକାଇବାକୁ ଉଦ୍ୟମ କରିଥିଲା । ମାତ୍ର ସେମାନେ ପୋଲିସ କଥା ନମାରିବାରୁ ସନ୍ଦେହ ହୋଇଥିଲା । ପରେ ସେମାନଙ୍କ ବାଇକ୍ ଯାଞ୍ଚ ବେଳେ ମିଳିଥିଲା ବ୍ରାଉନ୍ ସୁଗାର । ପୋଲିସ ପ୍ରଶାନ୍ତ ଓ ବୁଲୁଙ୍କୁ ଗିରଫ କରିଛି । ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ପୋଲିସ କହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା