Masthead

ନ୍ୟାୟ ଖୋଜୁଛନ୍ତି ଦିବ୍ୟାଙ୍ଗ ସୁଶାନ୍ତ

ପିପିଲି (ବଡ଼ ଖବର ବ୍ୟୁରୋ): ସରକାର ‘ମୋ କୁଡ଼ିଆ’ଠୁ ଆରମ୍ଭକରି ‘ପ୍ରଧାନମନ୍ତ୍ରୀ ଆବାସ’ ଯୋଜନା ଭଳି ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ହେଲେ ଗରିବଙ୍କ ପାଇଁ ଏହି ଯୋଜନା ପାଲଟିଛି ପ୍ରହସନ । ପୁରୀ ଜିଲ୍ଲା ପିପିଲି ଏନଏସି ୧୧ ନଂ ୱାର୍ଡର ଦିବ୍ୟାଙ୍ଗ ସୁଶାନ୍ତ ବେହେରା । ସ୍ତ୍ରୀ ଓ ୨ ପିଲାକୁ ଧରି ରହୁଛନ୍ତି ଏକ ଭଙ୍ଗା ଦଦରା ଚାଳଘରେ । ମହାବାତ୍ୟା ଫନୀରେ ତାଙ୍କର ଘର ଭାଙ୍ଗି ଯାଇଥିଲା । ସରକାର ସହାୟତା ରାଶି ଘୋଷଣା କରିଥିଲେ କିନ୍ତୁ ସୁଶାନ୍ତ ଏଥିରୁ ବଞ୍ଚିତ ରହିଛନ୍ତି । ପ୍ରଶାସନଠୁ ଆରମ୍ଭ କରି ଜନପ୍ରତିନିଧିମାନଙ୍କୁ ଦୁଃଖ ଜଣାଇଥିଲେ ମଧ୍ୟ କେହି ଶୁଣୁନଥିବା ସେ କହିଛନ୍ତି । ଘର ଭାଙ୍ଗିବାର ୧୬ ମାସ ପରେ ମଧ୍ୟ କିଛି ଆର୍ଥିକ ସହାୟତା ପାଇ ପାରୁନାହାନ୍ତି ସୁଶାନ୍ତ। ତେବେ ନିଃସହାୟ ସୁଶାନ୍ତଙ୍କୁ କେବେ ନ୍ୟାୟ ମିଳିବ ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ