Masthead

 ଅବକାରୀ ଧରପଗଡ଼

ଯାଜପୁର (ବଡ଼ ଖବର ବ୍ୟୁରୋ):  ଯାଜପୁର ଥାନା ଓ ଯାଜପୁର ଅବକାରୀ ବିଭାଗର ମିଳିତ ଚଢଉକୁ ମିଳିଛି ସଫଳତା । ଯାଜପୁର ସହରର ବିଭିନ୍ନ ସ୍ଥାନରୁ ୫ ଜଣ ଚୋରା ମଦ ବ୍ୟବସାୟୀ ଙ୍କୁ ଗିରଫ କରାଯାଇଛି । ବିପୁଳ ଚୋରା ମଦ ମଧ୍ୟ ଜବତ ହୋଇଛି । ଯାଜପୁର ସହର ତଥା ଆଖପାଖ ଅଂଚଳ ଯଥା ଗାରିଆପୁର, ମୋଟରଙ୍ଗାପାଳ, ସୁନ୍ଦରେଇମୁଁହ ପ୍ରଭୁତି ସ୍ଥାନରୁ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି । ଯାଜପୁର ଥାନାରେ ଜଣଙ୍କ ନାମରେ ଓ ଅବକାରୀ ବିଭାଗ ୪ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ