Masthead

ନିରାଡମ୍ବର କାଳୀପୂଜା

ଅସ୍ତରଙ୍ଗ (ବଡ ଖବର ବ୍ୟୁରୋ): କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଅସ୍ତରଙ୍ଗରେ ପାଳିତ ହେଉଛି ମା’ ଶ୍ୟାମକାଳୀଙ୍କ ପୂଜା । ଚଳିତ ବର୍ଷ ଅସ୍ତରଙ୍ଗ ବ୍ଲକର ଦୁଇଟି ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା କରାଯାଉଛି । ପ୍ରତିବର୍ଷ ୭ରୁ ୮ଦିନ ଲାଗି ଏହି ପୂଜା କରାଯାଏ । କିନ୍ତୁ ଏବର୍ଷ ୨ଦିନ ପାଳନ କରାଯିବ । କରୋନା ପାଇଁ ସାଂସ୍କୃତିକ କାର୍ୟ୍ୟକ୍ରମ ଓ ପୂଜା କମିଟି ତରଫରୁ କୌଣସି ତୋରଣ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼