Masthead

ମହିଳା ହେବେ ସ୍ୱାବଲମ୍ବୀ

କୋଟପାଡ଼(ବଡ ଖବର ବ୍ୟୁରୋ): କୋଟପାଡ଼ ଏନଏସି ପକ୍ଷରୁ ବର୍ଜ୍ୟବସ୍ତୁ ସୂଚାରୁରୂପେ ପରିବହନ ପାଇଁ ଓଡ଼ିଶା ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି ୪ ଗୋଟି ଅତ୍ୟାଧୁନିକ ଗାଡ଼ି । ଏହାର ମୂଲ୍ୟ ୯ ଲକ୍ଷ ୯୮ ହଜାର ଟଙ୍କା । ଏହି ବ୍ୟାଟେରି ଚଳିତ ଗାଡ଼ିକୁ ନ୍ୟଵର ନବରଙ୍ଗପୁର ସାଂସଦ ରମେଶ ମାଝୀ ଓ କୋଟପାଡ଼ ବିଧାୟିକା ପଦ୍ମିନୀ ଦିଆନ ଶୁଭାରମ୍ଭ କରିଛନ୍ତି । ଏହି ବ୍ୟାଟେରି ଚଳିତ ଗାଡ଼ିକୁ ସ୍ଵୟଂ ସହାୟକ ଗୋଷ୍ଠୀ ପରିଚାଳନା କରିବେ । ସେମାନଙ୍କ ପାଉଣା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ । ପ୍ରଥମରୁ ଦୁଇଟି ଗାଡି ସହରରେ ବୁଲୁଥିଲା । କିନ୍ତୁ ଲୋକମାନେ ଆବଶ୍ୟକ ସେବା ପାଉନଥିଲେ । ଏବେ ସହର ସୁନ୍ଦର ହେବା ସହିତ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ ବୋଲି କହିଛନ୍ତି ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼