Masthead

ସାପ କାମୁଡାରେ ଶିଶୁ ମୃତ

ହିନ୍ଦୋଳ (ବଡ଼ ଖବର ବ୍ୟୁରୋ): ସର୍ପାଘାତରେ ଚାଲିଗଲା ୨ବର୍ଷ ଶିଶୁର ଜୀବନ । ଅନୁଗୁଳ ଜିଲ୍ଲା ହିନ୍ଦୋଳ ଏନଏସି ଶରଧାପୁର ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ପୂର୍ବାହ୍ନ ପାଖାପାଖି ୧୧ଟା ହେବ । କୁମୁଦ ବେହେରାଙ୍କ ପୁଅ ଋଷି ବାରଣ୍ଡାରେ ଖେଳୁଥିବା ବେଳେ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା । ଚିତ୍କାର ଶୁଣି ପରିବାର ଲୋକେ ତୁରନ୍ତ ଋଷିଙ୍କୁ ହିନ୍ଦୋଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ