Masthead

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଯାଜପୁର (ବଡ଼ ଖବର ବ୍ୟୁରୋ): ସରପଞ୍ଚଙ୍କ ବିରୋଧରେ ଉଠିଲା ଅନାସ୍ଥା ପ୍ରସ୍ତାବ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଲଷ୍ମୀନଗର ପଞ୍ଚାୟତର ସରପଞ୍ଚ ଗାୟତ୍ରୀ ସାହୁଙ୍କ ବିରୋଧରେ ୧୪ଜଣ ୱାର୍ଡମେମ୍ବର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ସୋମବାର ଜିଲ୍ଲା ପ୍ରଶାସନ ନିକଟରେ ଫେରାଦ ଦେଇଛନ୍ତି । ସରପଞ୍ଚଙ୍କ ସ୍ୱାମୀ ପଞ୍ଚାୟତରେ ଦାଦାଗିରି କରୁଥିବା ଅଭିଯୋଗ କରିଛନ୍ତି ୱାର୍ଡମେମ୍ବରମାନେ । ଗାୟତ୍ରୀଙ୍କ ସ୍ୱାମୀ ପ୍ରଫୁଲ୍ଲ ସାହୁ ପଞ୍ଚାୟତର ସମସ୍ତ କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି । ଯାହାକୁ ନେଇ ଦୀର୍ଘଦିନ ହେବ ପଞ୍ଚାୟତରେ ଅସନ୍ତୋଷ ଲାଗି ରହିଥିଲା । ସୋମବାର ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା