Masthead

କୂଅରୁ ବାହାରିଲା ୧୫ ଫୁଟିଆ ଅହିରାଜ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ):  କୂଅରୁ ବାହାରିଲା ୧୫ ଫୁଟିଆ ଅହିରାଜ। ଶିମିଳିପାଳ ଥିବା ଡୁକୁରା ରେଞ୍ଜ ଅଧୀନ ନୂଆଗାଁ ଠାରେ ଏକ ପରିତ୍ୟକ୍ତ କୂଅରୁ ପ୍ରାୟ ୧୫ ଫୁଟ୍ ଲମ୍ବର ଏକ ବିରାଟ ଅହିରାଜ ସାପ ଉଦ୍ଧାର କରାଯାଇଛି। କୂଅରୁ ଗର୍ଜନ ଶୁଭିବା ପରେ ସ୍ଥାନୀୟ ଲୋକେ ସାପଟିକୁ ଠାବ କରିବା ସହ ବନବିଭାଗକୁ ଫୋନ୍ କରିଥିଲେ। ଡୁକୁରା ରେଞ୍ଜରୁ ସ୍ନେକ୍ ହେଲ୍ପଲାଇନ୍ ସଦସ୍ୟ କୃଷ୍ଣଚନ୍ଦ୍ର ଗୋଛୟତଙ୍କୁ ଡକା ଯାଇଥିଲା। କୃଷ୍ଣଚନ୍ଦ୍ର ଘଟଣାସ୍ଥଳରେ ପହଞ୍ଚି ଅହିରାଜଟିକୁ କୂଅରୁ ଉଦ୍ଧାର କରି ଶିମିଳିପାଳ ଘଞ୍ଚ ଜଙ୍ଗଲରେ ଛାଡ଼ି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ