Masthead

ଏସସିବିରୁ ଗଲା ୨୫ଜଣିଆ ଡାକ୍ତରୀ ଦଳ

ଏସସିବିରୁ ଗଲା ୨୫ଜଣିଆ ଡାକ୍ତରୀ ଦଳ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଯେତେ ସରକାରୀ ଓ ବେସରକାରୀ ଡାକ୍ତରଖାନା ଅଛି ସବୁ ପ୍ରସ୍ତୁତ ହୋଇ ରହିବାକୁ ସରକାର କଡ଼ା ନିଦେ୍ର୍ଦଶ ଦେଇଥିଲେ । ପ୍ରଥମେ ୨୦ଡାକ୍ତର ଓ ୨୪ ଡାକ୍ତରୀ ଛାତ୍ରଙ୍କୁ ଘଟଣାସ୍ଥଳକୁ ସରକାର ପଠାଇଥିଲେ ।

ପରେ ଅଧିକ ଡାକ୍ତର ଓ ଡାକ୍ତରୀ ଛାତ୍ର ସୋର ଓ ବାଲେଶ୍ୱର ଡାକ୍ତରଖାନାରେ ପହଞ୍ଚିଥିଲେ । ଏସସିବିରୁ ୨୫ଜଣିଆ ଡାକ୍ତରୀ ଦଳ ଘଟଣାସ୍ଥଳକୁ ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ