Masthead

ଏସସିବିରୁ ଗଲା ୨୫ଜଣିଆ ଡାକ୍ତରୀ ଦଳ

ଏସସିବିରୁ ଗଲା ୨୫ଜଣିଆ ଡାକ୍ତରୀ ଦଳ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଯେତେ ସରକାରୀ ଓ ବେସରକାରୀ ଡାକ୍ତରଖାନା ଅଛି ସବୁ ପ୍ରସ୍ତୁତ ହୋଇ ରହିବାକୁ ସରକାର କଡ଼ା ନିଦେ୍ର୍ଦଶ ଦେଇଥିଲେ । ପ୍ରଥମେ ୨୦ଡାକ୍ତର ଓ ୨୪ ଡାକ୍ତରୀ ଛାତ୍ରଙ୍କୁ ଘଟଣାସ୍ଥଳକୁ ସରକାର ପଠାଇଥିଲେ ।

ପରେ ଅଧିକ ଡାକ୍ତର ଓ ଡାକ୍ତରୀ ଛାତ୍ର ସୋର ଓ ବାଲେଶ୍ୱର ଡାକ୍ତରଖାନାରେ ପହଞ୍ଚିଥିଲେ । ଏସସିବିରୁ ୨୫ଜଣିଆ ଡାକ୍ତରୀ ଦଳ ଘଟଣାସ୍ଥଳକୁ ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା