Masthead

ଜୁଆର ପାଣିରେ ଭାସିଯାଇ ୩ବର୍ଷର ଶିଶୁ ମୃତ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଜୁଆର ପାଣିରେ ଭାସିଯାଇ ୩ ବର୍ଷ ଶିଶୁର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଚଡଦିଆ ପଞ୍ଚାୟତ ରାଜରାଜେଶ୍ୱରପଲ୍ଲୀ ଗାଁରେ ଘଟିଛି । ମୃତ ଶିଶୁ ଜଣକ ହେଲେ ହରିପଦ ବିଜୁଳିଙ୍କ ୩ ବର୍ଷର ଝିଅ ଶୁଭଶ୍ରୀ । ବାତ୍ୟା ୟାଶ ଯୋଗୁ ରାଜରାଜେଶ୍ୱରପଲ୍ଲୀ ଗାଁ ଭିତରକୁ ପଶି ଆସିଥିଲା ଜୁଆର ପାଣି । ଗାଁକୁ ଜୁଆର ପାଣି ଘେରି ରହିଛି । ଏପରିକି ଲୋକଙ୍କ ଘର ଦୁଆର ମୁହଁରେ ପାଣି ଜମି ରହିଛି ।

ଗାଁ ରାସ୍ତାରେ ୩ ଫୁଟରୁ ୪ ଫୁଟର ପାଣି ଜମି ରହିଛି । ହରିପଦ ଓ ତାଙ୍କ ସ୍ତ୍ରୀ ଘର କାମରେ ବ୍ୟସ୍ତ ଥିବା ବେଳେ ହଠାତ ୩ ବର୍ଷର ଶିଶୁ ଶୁଭଶ୍ରୀ ପାଣିରେ ପଡି ଭାସିଯାଇଥିଲେ । ସଙ୍ଗେ ସଙ୍ଗେ ବାପା ଓ ମା’ ଝିଅକୁ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ଲୋକମାନେ ତାଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି