Masthead

ବୋରୱେଲ ଭିତରେ ଫଶିଛି ୪ ବର୍ଷର ଶିଶୁ

ବିହାର (ବଡ଼ ଖବର ବ୍ୟୁରୋ):  ବିହାର ନାଳନ୍ଦା ଜିଲ୍ଲାରେ ବୋରୱେଲରେ ଫସିଛି ୪ ବର୍ଷର ଶିଶୁ । ଶିଶୁକୁ ଉଦ୍ଧାର କରିବାପାଇଁ ଯଥା ସମ୍ଭବ ଚେଷ୍ଟା କରାଯାଉଛି । ଏନଡିଆରଏଫ ଏବଂ ଅଗ୍ନିଶମ ବାହୀନିି ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଂଚିଛନ୍ତି । ବରିଷ୍ଠ ଅଧିକାରୀଙ୍କ ସୂଚନା ମୁତାବକ ପିଲାଟି ଜୀବିତ ଅଛି । ପିଲାଟିର ସ୍ୱର ଶୁଣିବାକୁ ମିଳୁଛି । ଡୋମନ୍ ମାଞ୍ଝୀଙ୍କ ପୁଅ ଶୁଭମ କୁମାର ରବିବାର ସକାଳ ୯ଟା ବେଳେ ଖେଳୁଥିବାବେଳେ, ଅଚାନକ ବୋରୱେଲ ଭିତରେ ପଡିଯାଇଥିଲେ ।

ଏହାପରେ କୁନି ପୁଅଟି ସହ ଖେଳୁଥିବା ତା ସାଙ୍ଗମାନେ ଆସି ଘରେ ସୂଚନା ଦେଇଥିଲେ । ପରେ ପରେ ଉକ୍ତ ସ୍ଥାନରେ ଲୋକଙ୍କ ଗହଳି ଲାଗିଥିଲା, ଆଉ ଏବେ ଉଦ୍ଧାର କରିବାକୁ ଏନଡିଆରଏଫ୍ ଟିମ୍ ଆସି ପହଞ୍ଚିଛି । ଜିଲ୍ଲା ପ୍ରଶାସନ ତରଫରୁ ବୋରୱେଲ ଭିତରକୁ ସିସିଟିଭି କ୍ୟାମେରା ପହଞ୍ଚାଇ ଶିଶୁଟି ଉପରେ ନଜର ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି