Masthead

୪ ବର୍ଷର ଶିଶୁ କନ୍ୟାକୁ ଦୁର୍ଷ୍କମ!

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ଷଣ୍ଢକୁଦବସ୍ତି ରେ ୪ବର୍ଷର ଶିଶୁକନ୍ୟା ଗୁରୁତର ଅବସ୍ଥାରେ ଉଦ୍ଧାର। ଦୁଷ୍କର୍ମ ହୋଇଥିବା ନେଇ ସନ୍ଦେହ। ଗୁରୁତର ଅବସ୍ଥାରେ ଉଦ୍ଧାର କରି ବିଜୁ ମେମୋରିଆଲ ହସ୍ପିଟାଲରେ ଭର୍ତି କଲେ ପରିବାରଲୋକେ। ଅଧିକା ଚିକିତ୍ସା ନିମନ୍ତେ ଜଗତସିଂହପୁର ମେଡିକାଲକୁ ସ୍ଥାନାନ୍ତର। ଏ ନେଇ ଥାନାରେ ଲିଖିତ ଅଭିଯୋଗ ଏପର୍ୟ୍ୟନ୍ତ ହୋଇନାହିଁ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ