Masthead

ଭାଙ୍ଗିଲା ୪୦ ଫୁଟର ଧ୍ୟାନଚାନ୍ଦଙ୍କ ଷ୍ଟାଚ୍ୟୁ

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାଉରକେଲାରେ ଭାଙ୍ଗିଲା ଧ୍ୟାନଚାନ୍ଦଙ୍କ ଷ୍ଟାଚ୍ୟୁ । ଭାଙ୍ଗିଲା ଧ୍ୟାନଚାନ୍ଦଙ୍କ ୪୦ ଫୁଟର ଷ୍ଟାଚ୍ୟୁ । ୫ ମାସ ତଳେ ତିଆରି ହୋଇଥିଲା ଏହି ଷ୍ଟାଚ୍ୟୁ । ହକି ବିଶ୍ୱକପ ପାଇଁ ତିଆରି ହୋଇଥିଲା ଏହି ଷ୍ଟାଚ୍ୟୁ । ନିମ୍ନମାନର କାମ ହେତୁ ଭାଙ୍ଗିପଡିଲା ଏୟାରପୋର୍ଟକୁ ଲାଗି ରହିଥିଲା ଏହି ବିରାଟ ଷ୍ଟାଚ୍ୟୁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ