Masthead

ଚିକିତ୍ସାରେ ଅବହେଳା, ପ୍ରାଣ ହାରିଲା ୬ବର୍ଷର ଶିଶୁ କନ୍ୟା

ବରୀ(ବଡ଼ ଖବର ବ୍ୟୁରୋ):ବରୀ ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଘଟିଛି ଅଭାବନୀୟ ଘଟଣା । ଚିକିତ୍ସା ଅବହେଳାରୁ ଜଣେ ଶିଶୁ କନ୍ୟାର ମୃତ ହୋଇଥିବା ଯୋଗୁ ବରୀ ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତୋଜନା ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ ଅଲିପୂର୍ ପଞ୍ଚାୟତର ବିରଞ୍ଚି ଗେଡିଙ୍କ ଝିଅ ଅର୍ପିତା ଗେଡିଙ୍କୁ ଜ୍ୱର ହୋଇଥିଲା ।

ତାଙ୍କୁ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସ ପାଇଁ ଆଣିଥିଲେ । ମାତ୍ର ଦାଇତ୍ୱରେ ଥିବା ଆୟୁଷ ଡାକ୍ତର ଚିକିତ୍ସା ଅବହେଳା କରିଥିବା ଯୋଗୁଁ ଶିଶୁ କନ୍ୟାର ମୃତ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଉତଜନା ସୃଷ୍ଟି ହୋଇଛି ।

ପୂର୍ବରୁ କିଛି ଦିନ ତଳେ ଅକ୍ସିଯେନ ଅଭାବରୁ ଜଣେ ଶିଶୁ ପୁତ୍ର ମୃତ ହୋଇଥିବା ବେଳେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ମାତ୍ର ସ୍ୱାସ୍ଥ୍ୟ ବିଭାଗର ଅପାରଗତା ଯୋଗୁଁ ବିଭିନ୍ନ ସମୟରେ ଏଭଳି ଘଟଣା ଘଟୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବରୀ ପୋଲିସ ପହଞ୍ଚି ଲୋକ ମାନଙ୍କୁ ବୁଝାଉଥିବା ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ