Masthead

ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ପାଇଁ ଓଡ଼ିଶା ଆସିବେ ୭ଜଣିଆ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ ନେଇ ଆଜି ଓଡ଼ିଶା ଆସିବେ ୭ଜଣିଆ କେନ୍ଦ୍ରୀୟ ଟିମ୍ । ପ୍ରଭାବିତ ୪ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡା ଓ ମୟୁରଭଞ୍ଜ ଗସ୍ତ କରି କ୍ଷୟକ୍ଷତିର ଅନୁଧ୍ୟାନ କରିବେ । ସୋମବାର ଓ ମଙ୍ଗଳବାର ପର୍ଯ୍ୟାୟ କ୍ରମେ ଏହି ସବୁ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ରାଜ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

ମେ ୨୮ରେ ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କ୍ଷତିଗ୍ରସ୍ତ ଅଂଚଳକୁ ଆକାଶ ମାର୍ଗରୁ ଦେଖିଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବାତ୍ୟାଞ୍ଚଳ ଦେଖିଥିଲେ । ଏରିଏଲ୍ ସର୍ଭେ ପୂର୍ବରୁ ବାତ୍ୟା ସ୍ଥିତିର ସମୀକ୍ଷା କରିଥିଲେ ନରେନ୍ଦ୍ର ମୋଦୀ । ଏଥିରେ ମୁଖ୍ୟମନ୍ତ୍ରୀ, ଦୁଇ କେନ୍ଦ୍ରମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା