Masthead

ଗୁଲାମ ନବୀ ଆଜାଦଙ୍କୁ ବଡ଼ ଝଟ୍‌କା, ନିର୍ବାଚନ ଘୋଷଣା ହେଉ ହେଉ ଦଳ ଛାଡିଲେ ବରିଷ୍ଠ ନେତା

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୧୮ରୁ ଜମ୍ମୁ-କଶ୍ମୀରରେ ତିନୋଟି ପର୍ଯ୍ୟାୟରେ ହେବ ମତଦାନ । ଅକ୍ଟୋବର ୧ରେ ଗୋଟିଏ ପର୍ଯ୍ୟାୟରେ ହରିୟାଣା ବିଧାନସଭା ପାଇଁ ଭୋଟ ଗ୍ରହଣ ହେବ। ତେବେ ତାରିଖ ଘୋଷଣା ହେବା ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ଘୋଷଣା ପରେ ପ୍ରଥମ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ବର୍ତ୍ତମାନ ଗୁଲାମ ନବୀ ଆଜାଦଙ୍କୁ ବଡ଼ ଝଟ୍‌କା ଲାଗିଛି।

ଡେମୋକ୍ରାଟିକ ପ୍ରୋଗେସିଭ୍‌ ଆଜାଦ ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ତାଜ ମୋହିଉଦ୍ଦିନ ଦଳରୁ ଇସ୍ତଫା ଦେଇଛନ୍ତି। କୁହାଯାଉଛି ଯେ ତାଜ ମୋହିଉଦ୍ଦିନ ପୁଣି କଂଗ୍ରେସକୁ ଫେରିପାରନ୍ତି । କଂଗ୍ରେସର ନୂଆ ରାଜ୍ୟ ସଭାପତି ତାରିକ କରା ବର୍ତ୍ତମାନ ଦିଲ୍ଲୀରେ ଅଛନ୍ତି। ଦିଲ୍ଲୀରୁ ଫେରିବା ପରେ ତାଜ ମୋହିଉଦ୍ଦିନଙ୍କୁ କଂଗ୍ରେସର ସଦସ୍ୟତା ଦିଆଯିବ। ଡେମୋକ୍ରାଟିକ ପ୍ରୋଗେସିଭ୍‌ ଆଜାଦ ପାର୍ଟି ଛାଡିଥିବା ତାଜ ସୋମବାର କିମ୍ବା ମଙ୍ଗଳବାର ଦିନ କଂଗ୍ରେସରେ ଯୋଗ ଦେଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ