Masthead

ଆଜି ମାଟ୍ରିକ ପରୀକ୍ଷା ନେଇ ହେବ ବଡ ନିଷ୍ପତ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମାଟ୍ରିକ ପରୀକ୍ଷା ନେଇ ହେବ ବଡ ନିଷ୍ପତ୍ତି । ମାଟ୍ରିକ ମୂଲ୍ୟାୟନକୁ ଦଶମ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ରାଜ୍ୟବ୍ୟାପି ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରୀ ମୂଲ୍ୟାୟନକୁ ନେଇ ବିରୋଧ ପ୍ରଦର୍ଶନ କରିଥିଲେ ।

ଯାହାକୁ ନେଇ ବୋର୍ଡ ପକ୍ଷରୁ ଆଉ କିଛି ସମୟ ମଧ୍ୟରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦିଆଯିବ । ଯେଉଁ ଛାତ୍ରଛାତ୍ରୀ ମୂଲ୍ୟାୟନକୁ ନେଇ ଅଭିଯୋଗ । ସେ ନେଇ କ’ଣ ପଦକ୍ଷେପ ନିଆଯିବ । ତା ଉପରେ ବୋର୍ଡ ନିଷ୍ପତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ