Masthead

ଆଜି ମାଟ୍ରିକ ପରୀକ୍ଷା ନେଇ ହେବ ବଡ ନିଷ୍ପତ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମାଟ୍ରିକ ପରୀକ୍ଷା ନେଇ ହେବ ବଡ ନିଷ୍ପତ୍ତି । ମାଟ୍ରିକ ମୂଲ୍ୟାୟନକୁ ଦଶମ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ରାଜ୍ୟବ୍ୟାପି ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରୀ ମୂଲ୍ୟାୟନକୁ ନେଇ ବିରୋଧ ପ୍ରଦର୍ଶନ କରିଥିଲେ ।

ଯାହାକୁ ନେଇ ବୋର୍ଡ ପକ୍ଷରୁ ଆଉ କିଛି ସମୟ ମଧ୍ୟରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦିଆଯିବ । ଯେଉଁ ଛାତ୍ରଛାତ୍ରୀ ମୂଲ୍ୟାୟନକୁ ନେଇ ଅଭିଯୋଗ । ସେ ନେଇ କ’ଣ ପଦକ୍ଷେପ ନିଆଯିବ । ତା ଉପରେ ବୋର୍ଡ ନିଷ୍ପତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ