Masthead

ସାଇକେଲକୁ ପିଟିଲା ବାଇକ, ଜଣେମୃତ ଜଣେ ଆହତ

କଟକ(ବଡ଼ଖବର ବ୍ୟୁରୋ): କଟକ ଚାନ୍ଦବାଲି ରାସ୍ତାର ଆଳି ଆଇଟିଆଇ କଲେଜ ନିକଟରେ ଜଣେ ସାଇକେଲ ଆରୋହୀଙ୍କୁ ଧକ୍କାଦେଇ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାରୁ ପ୍ରକାଶ ଯେ ବଳଭଦ୍ରପୁର ଶାସନ ଗ୍ରାମର ଶିକ୍ଷକ ରମାକାନ୍ତ ମିଶ୍ର ମଧ୍ୟରାତ୍ରରେ ସାଇକେଲ ନେଇ ନିଆଳ ହାଟକୁ ଆସୁଥିବାବେଳେ କେନ୍ଦ୍ରପଡାରୁ ବାଇକ ନେଇ ଆଳିକୁ ଆସୁଥିବା ସେକ ରିଆସତ ତାଙ୍କୁ ପଛପଟୁ ଧକ୍କା ଦେଇଥିଲେ । ସେକ ରିଆସତ ଅବସ୍ଥା ଗୁରୁତର ଥିବାରୁ ଦମକଳ ବାହିନୀ ତାଙ୍କୁ ଆଳି ମେଡିକାଲରେ ଭର୍ତ୍ତି କରି କେନ୍ଦ୍ରାପଡ଼ା ମେଡିକାଲ ପଠାଇ ଦେଇଥିଲେ । ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ରମାକାନ୍ତ ମିଶ୍ର ଆଳି ମେଡିକାଲରେ  ଚିକିତ୍ସିତ  ହୋଇ ଘରକୁ ଫେରିଛନ୍ତି । କଟକ ଚାନ୍ଦବାଲି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟିବା ଏକ ଚିନ୍ତାର ବିଷୟ ପାଲଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା