Masthead

ଦୁଇ ବାଘ ମଧ୍ୟରେ ଲଢେଇ କଳା ବାଘର ମୃତ୍ୟୁ

ବାରିପଦା(ବଡ଼ ଖବର ବ୍ୟୁରୋ): ଦୁଇ ବାଘ ମଧ୍ୟରେ ଲଢେଇ କଳା ବାଘର ମୃତ୍ୟୁ । ଶିମିଳିପାଳ ଅଭୟାରଣ୍ୟ କୋର ଏରିଆରେ କଳା ମହାବଳ ବାଘର ମୃତ୍ୟୁ । ମୃତ ବାଘର ବୟସ ସାଢ଼େ ୩ବର୍ଷ ବୋଲି ଅନୁମାନ କରାଯାଉଛି। ଏନେଇ ପିସିସିଏଫ ସୂଚନା ଦେଇଛନ୍ତି। ଦୁଇ ବାଘ ମଧ୍ୟରେ ଲଢେ଼ଇ ହେବାରୁ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି।  ଘଟଣାରେ ଉଚ୍ଚସ୍ତରୀୟ ଅଧିକାରୀଙ୍କୁ ନେଇ ଟାସ୍କଫୋର୍ସ ଟିମ ଗଠନ କରି ତଦନ୍ତ କରାଯିବ ବୋଲି କହିଛନ୍ତି ବନଅଧିକାରୀ। ବାଘର ବୟସ ୩ବର୍ଷ ହେଲା ପରେ ସେମାନେ ନିଜର ସ୍ୱତନ୍ତ୍ର ଟେରିଟୋରୀ ବା ସୀମା ନିର୍ଦ୍ଧାରଣ କରିଥାନ୍ତି । ଏଥିପାଇଁ ଅଣ୍ଡିରା ବାଘଙ୍କ ଭିତରେ ଜୋରଦାର ଲଢ଼େଇ ହୋଇଥାଏ । ଏମିତି ଏକ ଲଢ଼େଇରେ ଏହି କଳା ବାଘର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ