Masthead

ପିପିଲିରେ ଫୁଟିଲା ବୋମା

ପିପିଲ(ବଡ଼ ଖବର ବ୍ୟୁରୋ): ପିପିଲିରେ ଅଶାନ୍ତର ବାତାବରଣ ଦେଖିବାକୁ ମିଳିଛି । ମଧ୍ୟରାତ୍ରୀରେ ଫୁଟିଲା ବୋମା । ଦିନକ ପରେ ପିପିଲି ଉପନିର୍ବାଚନ ପାଇଁ ମତଦାନ ହେବାକୁ ଥିବା ବେଳେ ଲଗାତାର ଦୁଇଦିନ ହେବ ବୋମା ମାଡ଼ ଦେଖିବାକୁ ମିଳୁଛି । ପିପିଲି ମଧିପୁର ଛକଠାରେ ବୋମିଂ ହୋଇଛି । ରାସ୍ତାରେ ପଡିଛି ଫୁଟିଥିବା ବୋମାର କିଛି ଅଂଶ ।

ସୂଚନା ଅନୁସାରେ, ସୋମବାର ବିଳମ୍ବିତ ରାତିରେ ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ହୋଇଥିଲା । ସେହି ବିସ୍ଫାରଣର କାରଣ ଅସ୍ପଷ୍ଟ ଥିଲା । ଥାନାର ଛାତ ମଧ୍ୟ ଭୁଷୁଡିଯାଇଥିଲା । ଗୃହ ଭିତରେ ଫସି ରହିଥିଲା ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର, କମ୍ପୁଟର ଟେବୁଲ ଚେୟାର । ତେବେ ସେଠାରେ ବିଶେଷ କ୍ଷତି ହୋଇନଥିବା ବେଳେ ଆଖ ପାଖ ଗ୍ରାମବାସୀ ଭୟଭୀତ ହୋଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର