Masthead

ପିପିଲିରେ ଫୁଟିଲା ବୋମା

ପିପିଲ(ବଡ଼ ଖବର ବ୍ୟୁରୋ): ପିପିଲିରେ ଅଶାନ୍ତର ବାତାବରଣ ଦେଖିବାକୁ ମିଳିଛି । ମଧ୍ୟରାତ୍ରୀରେ ଫୁଟିଲା ବୋମା । ଦିନକ ପରେ ପିପିଲି ଉପନିର୍ବାଚନ ପାଇଁ ମତଦାନ ହେବାକୁ ଥିବା ବେଳେ ଲଗାତାର ଦୁଇଦିନ ହେବ ବୋମା ମାଡ଼ ଦେଖିବାକୁ ମିଳୁଛି । ପିପିଲି ମଧିପୁର ଛକଠାରେ ବୋମିଂ ହୋଇଛି । ରାସ୍ତାରେ ପଡିଛି ଫୁଟିଥିବା ବୋମାର କିଛି ଅଂଶ ।

ସୂଚନା ଅନୁସାରେ, ସୋମବାର ବିଳମ୍ବିତ ରାତିରେ ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ହୋଇଥିଲା । ସେହି ବିସ୍ଫାରଣର କାରଣ ଅସ୍ପଷ୍ଟ ଥିଲା । ଥାନାର ଛାତ ମଧ୍ୟ ଭୁଷୁଡିଯାଇଥିଲା । ଗୃହ ଭିତରେ ଫସି ରହିଥିଲା ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର, କମ୍ପୁଟର ଟେବୁଲ ଚେୟାର । ତେବେ ସେଠାରେ ବିଶେଷ କ୍ଷତି ହୋଇନଥିବା ବେଳେ ଆଖ ପାଖ ଗ୍ରାମବାସୀ ଭୟଭୀତ ହୋଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ