Masthead

ବସ୍ ଓ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଜଣେ ଗୁରୁତର

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ବସ୍ ବାଇକ୍ ମୁହାଁମୁହିଁ ଧକ୍କା ଜଣେ ମୃତ ଜଣେ ଗୁରୁତର । ସୂଚନା ଅନୁଯାଇ ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ୫୭ନମ୍ବର ରାଜ୍ୟ ରାଜପଥ ମହାଗବ ଛକ ଠାରେ ଦୃତ ଗତିରେ ସାହୁ ନାମକ ବସ୍ ଆସି ବାଇକ୍ କୁ ଧକ୍କା ଦେଇଥିଲା । ବାଇକ୍ରେ ଥିବା ଦୁଇଜଣ ଗୁରୁତର ହୋଇପଡିଥିଲେ ।

ଗୁରୁତର ଅବସ୍ଥାରେ କମର୍ଦ୍ଦା ପୋଲିସ ପହଞ୍ଚି ଜଳେଶ୍ଵରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନେଇ ଯାଇଥିଲେ । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣଙ୍କ ମୃତ୍ୟୁ ହୋଇଥିବା ସୁଚନା। ମୃତ ଆହାତଙ୍କ ପରିଚୟ ମିଳି ପାରିନାହିଁ। ଅନ୍ୟପଟେ କମର୍ଦ୍ଦା ପୋଲିସ ବସ୍ ବାଇକ୍ କୁ ଜବତ କରି ଅଧିକ ତଦନ୍ତ କରୁଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା