Masthead

ଜିଦରେ ଅଟଳ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଢିବାରେ ଲାଗିଛି ବ୍ରିଜଭୂଷଣ ଶରଣ ସିଂଙ୍କ ଅଡ଼ୁଆ । ବ୍ରିଜଭୂଷଣଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ସୁପ୍ରିମକୋର୍ଟଙ୍କ ନିିଦେ୍ର୍ଦଶ ପରେ କନ୍ନଟ ପ୍ଲେସ ଥାନାରେ ବ୍ରିଜଭୂଷଣଙ୍କ ବିରୋଧରେ ୨ଟି ଏଫଆଇଆର ରୁଜୁ କରିଛି ଦିଲ୍ଲୀ ପୁଲିସ୍ । ଗୋଟିଏ ଏଫଆଇଆର ପକସୋ ଆକ୍ଟରେ କରାଯାଇଛି । ଅନ୍ୟଟି କୁସ୍ତିଯୋଦ୍ଧାଙ୍କ ଆଧାରରେ ହୋଇଛି । ବ୍ରିଜଭୂଷଣଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରାଯିବ ବୋଲି ଶୁକ୍ରବାର ଦିଲ୍ଲୀ ପୁଲିସ ସୂଚନା ଦେଇଛି।

ସେପଟେ ବ୍ରିଜଭୂଷଣଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଦିଲ୍ଲୀ ପୋଲିସ ପ୍ରତିଶ୍ରୁତି ଦେଇଛି । କିନ୍ତୁ ଖେଳାଳିମାନେ ତାଙ୍କ ଜିଦରେ ଅଟଳ ରହିଛନ୍ତି । ଧାରଣାରୁ ଉଠିବେ ନାହିଁ ବୋଲି ସେମାନେ ସ୍ପଷ୍ଟ କରିଛନ୍ତି । ଯେପର୍ଯ୍ୟନ୍ତ ବ୍ରିଜଭୂଷଣ ଗିରଫ ହୋଇନାହାନ୍ତି ସେପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି କୁସ୍ତି ଖେଳାଳିମାନେ କହିଛନ୍ତି। କେବଳ ଗିରଫ ନୁହେଁ ବ୍ରିଜଭୂଷଣଙ୍କ ଲୋକସଭା ସାଂସଦ ପଦ ରଦ୍ଦ କରିବାକୁ ସେମାନେ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ