Masthead

୧୯ ବିଜେଡି ନେତାଙ୍କ ନାଁରେ ମାମଲା ରୁଜୁ

ଗାଇସିଲେଟ(ବଡ଼ ଖବର ବ୍ୟୁରୋ):୧୯ ବିଜେଡି ନେତାଙ୍କ ନାଁରେ ମାମଲା ରୁଜୁ। ବରଗଡ଼ ଜିଲ୍ଲା ଗାଇସିଲେଟର ବିଜେଡି ନେତା ପ୍ରଣୟ ସାହୁଙ୍କ ସମେତ ୪ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି।  ସେପ୍ଟେମ୍ବର ୧୬ ତାରିଖରେ ଉପାଧ୍ୟକ୍ଷ ପ୍ରଣୟ ସାହୁ ,ସମିତି ସଭ୍ୟ ଦେବେନ୍ ଯୋଶୀ , ରବିନ ଠାକୁର , କଏରୁ ସାହୁ ସମେତ ୧୫ରୁ ଅଧିକ ଲୋକ ଗାଇସିଲେଟ ଥାନାକୁ କୌଣସି ଅଭିଯୋଗ ପାଇଁ ଯାଇଥିଲେ। ଥାନାର କିଛି କର୍ମଚାରୀଙ୍କ ସହ ପାଟିତୁଣ୍ଡ ହୋଇଥିଲା।

ତେବେ ମହିଳା ପୁଲିସ ସମେତ ଏଏସଆଇଙ୍କୁ ଦୁର୍ବ୍ୟବହାର ଓ ଧମକାଇବା ଅଭିଯୋଗରେ ଉକ୍ତ ୪ ଜଣଙ୍କ ନାଁରେ ଆଜି ମାମଲା ରୁଜୁ ହୋଇଛି। ଗାଇସିଲଟ ଥାନା ଏଏସଆଇ ପ୍ରମୋଦ ପାତ୍ରଙ୍କ ଏତଲା ଭିତ୍ତିରେ ଏହି ମାମଲା ରୁଜୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ