Masthead

ଗୋରୁ ବୋଝେଇ ଗାଡ଼ି ଜବତ

ନୀଳଗିରି, (ବଡ଼ ଖବର ବ୍ୟୁରୋ): ନୀଳଗିରି ପୋଲିସ ଚଢ଼ାଉ କରି ଏକ ଗୋରୁ ବୋଝେଇ ଗାଡ଼ି ଜବତ କରିଛି। ସଜନାଗଡ଼ ପଟରୁ ଏକ ଟ୍ରକରେ ଗୋରୁ ବୋଝେଇ ହୋଇ ଆସୁଥିଲା। କୌଣସି ସୂତ୍ରରୁ ଖବର ପାଇ ଆଇଆଇସି ବାସୁଦେବ ଜୟସିଂଙ୍କ ନେତୃତ୍ୱରେ ପୋଲିସ ବାଲିଗୋହିରୀ ବାଇପାସ ରୋଡରେ ଜଗିରହିଥିଲା। ଗାଡ଼ିକୁ ଜବତ କରିବା ପରେ ପୋଲିସ ସେଥିରୁ ତିନୋଟି ଗୋରୁ ଉଦ୍ଧାର କରିଛି। ଡ୍ରାଇଭର ଓ ବେପାରୀଙ୍କୁ ଅଟକ ରଖି ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ