Masthead

ଘଡଘଡି ପଡ଼ି ଜଳିଲା ନଡ଼ିଆ ଗଛ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅଧିନ ସ୍ଥାନୀୟ ତଳଗଡ଼ ଗ୍ରାମରେ ଏକ ନଡ଼ିଆ ଗଛ ରେ ଘଡଘଡି ପଡ଼ି ନଡ଼ିଆ ଗଛ ଟି ଜଳୁଥିବା ଦେଖିବାକୁ ମିଳିଛି । ତେବେ ସ୍ଥାନୀୟ ଅଞ୍ଚଳରେ ଥିବା ଜନସାଧାରଣଙ୍କର କୌଣସି ଖୟକ୍ଷତି ହୋଇନାହିଁ । ତେବେ ହଟାତ କାଳ ବୈଶାଖୀ ଆସିବାରୁ ଜୋର ରେ ପବନ ହେବା ସହ ଘଡଘଡି ମାରିଥିଲା । ତେବେ ଘଡଘଡି ରେ ତଳ ଗଡ଼ ଗ୍ରାମରେ ଥିବା ଜୈନିକ ବ୍ୟକ୍ତିଙ୍କ ନଡ଼ିଆ ଗଛ ଯଲିଯାଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା