Masthead

ଜଣେ ସାଧାରଣ ଲୋକ ବି ଶାହାଙ୍କୁ ଭେଟିପାରିବେ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):‘ସମ୍ବାଦ’ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ପଟ୍ଟନାୟକ ନିଜର ବ୍ୟକ୍ତିଗତ କାରଣ ପାଇଁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । କିଛି ଦିନ ତଳେ ବିଜେଡିରୁ ନିଲମ୍ବିତ ହୋଇଥିଲେ ସୌମ୍ୟ ପଟ୍ଟନାୟକ । ଯେଉଁକାରଣରୁ ସେ ଦିଲ୍ଲୀ ଯାଇଥିଲେ ଏବଂ ଅମିତ ଶାହାଙ୍କୁ ଭେଟିଥିଲେ । ସୌମ୍ୟଙ୍କ ଅମିତ ଶାହାଙ୍କୁ ଭେଟିବା ନେଇ ଜୟନାରାୟଣ ମିଶ୍ର ରଖିଛନ୍ତି ନିଜର ପ୍ରତିକ୍ରିୟା ।ତେବେ ଜୟନାରାୟଣଙ୍କ ମନ୍ତବ୍ୟ ଚର୍ଚ୍ଚାକୁ ଯୋଗାଇଲା ଖୋରାକ୍ । ଅମିତ ଶାହାଙ୍କୁ ସୌମ୍ୟ ଭେଟିଛନ୍ତି କି, ଏହି ପ୍ରଶ୍ନର ଉତ୍ତରରେ ଜୟନାରାୟଣ ମିଶ୍ର କହିଛନ୍ତି, ମୁଁ ଶୁଣିଛି ସେ ଭେଟିବାକୁ ଯାଇଥିଲେ । ଏବେ ଯାହା ଚାଲିଛି ସେ ସଂମ୍ପର୍କରେ ଜଣାଇଥିବା ଶୁଣୁଛି ।ଏବଂ କହିଛନ୍ତି ଯେ ଜଣେ ସାଧାରଣ ଲୋକ ବି ଶାହାଙ୍କୁ ଭେଟି ପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି