Masthead

ସାଥୀହୋଇ ଚାଲିଗଲେ ସାତ ଜନ୍ମର ସାଥୀ

ଭେଡେନ( ବଡ଼ ଖବର ବ୍ୟୁରୋ): ଗୋଟିଏ ଜୁଇରେ ଜଳିଲା ସ୍ୱାମୀ-ସ୍ତ୍ରୀଙ୍କ ଶବ । ଅଗ୍ନିକୁ ସାକ୍ଷୀରଖି ବାହା ହୋଇଥିଲେ। ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥିଲେ। କେମିତି ଜଣେ ଅନ୍ୟଜଣକୁ ଏକା ଛାଡି ଯାଇଥାନ୍ତେ। ହାତ ଧରାଧରି ହୋଇ ସ୍ୱାମୀ-ସ୍ତ୍ରୀ ଚାଲିଗଲେ ଆରପାରିକୁ। ବରଗଡ଼ ଜିଲ୍ଲା ଭେଡେନ ବ୍ଳକ ଚିଚିଣ୍ଡା ଗାଁର ଗିରିଧାରୀ ମେହେର। କରୋନା ପଜିଟିଭ୍ ଥିବାରୁ ଭେଡେନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ । ଆଜି ମଧ୍ୟାହ୍ନ ୨ଟା ବେଳେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ତାଙ୍କ ମୃତ୍ୟୁ ଖବର ପାଇବା ମାତ୍ରେ ତାଙ୍କର ସାତଜନ୍ମର ସାଥୀ ସ୍ତ୍ରୀ କ୍ଷୀର ମେହେରଙ୍କର ସାଙ୍ଗେ ସାଙ୍ଗେ ହୃତଘାତରେ ମୃତ୍ୟୁ ହୋଇଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ