Masthead

କନେଷ୍ଟବଳଙ୍କ ଆଖିକୁ ଗୁଳି କରି ହତ୍ୟା କଲା ଆଇଟିବିପି ଅଧିକାରୀଙ୍କ ପୁଅ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଛୱଲା କ୍ୟାମ୍ପରେ ଅଘଟଣ । କନେଷ୍ଟବଳଙ୍କ ଆଖିକୁ ଗୁଳି କରି ହତ୍ୟା କଲା ଆଇଟିବିପି ଅଧିକାରୀଙ୍କ ପୁଅ । ଗୁଳି ବାଜି କନଷ୍ଟେବଳଙ୍କ ଘଟଣାସ୍ଥଳରେ ମତ୍ୟୁ ହୋଇଛି । ମୃତକ ହେଲେ କୁକ ଭୋପ ସିଂ ଓରଫ ଭୁପେନ୍ଦ୍ର ସିଂ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ରୁମର କବାଟ ବନ୍ଦ ହୋଇଥିବାର ଦେଖିବାକୁ ପାଇଥିଲା। ରୁମ୍ ଖୋଲିବା ପରେ କନଷ୍ଟେବଳଙ୍କୁ ରକ୍ତରେ ଭିଜି ଅବସ୍ଥାରେ ପଡ଼ିଥିବାର ଦେଖିବାକୁ ମିଳିଥିଲା।

ଘଟଣାସ୍ଥଳରେ ହିଁ ତାଙ୍କର ମୃତୁ୍ୟ ଘଟିଛି । ତାଙ୍କ ବାମ ଆଖିରେ ଗୁଳି ବାଜିଥିଲା। ଏହି ଘଟଣାରେ ବ୍ୟବହୃତ ପିସ୍ତଲକୁ ପୋଲିସ ଜବତ କରିଛି। ନିଜ ପିତାଙ୍କ ଲାଇସେନ୍ସପ୍ରାପ୍ତ ପିସ୍ତଲକୁ ସେ ଏହି ହତ୍ୟାକାଣ୍ଡରେ ବ୍ୟବହାର କରିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ