Masthead

ରନ୍ଧନ ଗ୍ୟାସ ବିସ୍ଫୋରଣ ଘଟି ୮ ମୃତ, ୭ ଗୁରୁତର

ଗୋଣ୍ଡା(ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଉତ୍ତର ପ୍ରଦେଶ ଗୋଣ୍ଡା ଜିଲ୍ଲାରେ ଘଟିଛି ରନ୍ଧନ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ । ଏଥିରେ ୪ଜଣ ପିଲାଙ୍କ ସହ ୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେହିପରି ୭ଜଣ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ୱାଜିରଗଞ୍ଜ ଅଞ୍ଚଳ ଅନ୍ତର୍ଗତ ଟିକ୍ରି ଗ୍ରାମରେ ଘଟିଛି । ତେବେ ଏହି ବିସ୍ଫୋରଣ ହେତୁ ପାଖରେ ଥିବା ଅନ୍ୟ ଦୁଇଟି ଘର ମଧ୍ୟ ଭୁଶୁଡ଼ି ପଡ଼ିଛି ।

ରୋଷେଇ କରୁଥିବା ସମୟରେ ସିଲିଣ୍ଡର ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ତେବେ ବିସ୍ଫୋରଣରେ ଭୁଶୁଡ଼ି ପଡ଼ିଥିବା ଘରଗୁଡ଼ିକର ଛାତତଳେ ପ୍ରାୟ ୧୪ଜଣ ଲୋକ ଚାପି ହୋଇ ରହିଯାଇଥିଲେ । ୪ଜଣ ମହିଳା ୪ଜଣ ପିଲାଙ୍କ ଶବ ଉଦ୍ଧାର କରିଛି ପୋଲିସ । ଆହତ ହୋଇଥିବା ୭ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’