ପୁରୀରୁ ଗିରଫ ହେଲା ସାଇବର ଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାଇବର ଠକେଇକୁ ନେଇ ଆକ୍ସନ ମୋଡରେ ପୁରୀ ପୋଲିସ। ନୀଳାଚଳ ଭକ୍ତ ନିବାସ ନାମରେ ଫେକ ୱେବ ସାଇଟ କରି ଲୋକଙ୍କୁ ଠକିବା ଅଭିଯୋଗରେ ଦୁଇ ଜଣ ସାଇବର ଠକଙ୍କୁ ପୋଲିସ ଥିବା ବେଳେ ମୁଖ୍ୟ ଅଭିଯୁକ୍ତ ଏବେବି ଫେରାର ଅଛି। ସେପଟେ ପୁରୀକୁ ଆସୁଥିବା ପର୍ୟ୍ୟଟକ ଓ ଭକ୍ତ ମାନେ କିପରି ଅନଲାଇନ ଠକେଇ ରୁ ବଂଚିତ ରହିବେ ସେ ନେଇ ପୋଲିସ ପକ୍ଷରୁ ହୋଟେଲ ଆସୋସିଏସନ ମାନଙ୍କ ସହ ଟାଉନ ଥାନାରେ ଏକ ସାଇବର ଠକେଇ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି। ପୁରୀ ପୋଲିସ ଦୁଇ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କେଉଁଝର ଆଗରପଡାର ଚନ୍ଦନ ସିଂ ଓ ଭଦ୍ରକ ଚରମ୍ପାର ଗୌତମ ସାହୁଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୫ଟି ମୋବାଇଲ ଫୋନ, ୩୧ଟି ସିମ୍ କାର୍ଡ, ଗୋଟିଏ ବାୟୋମେଟ୍ରିକ୍ ଡିଭାଇସ୍ ଓ କଡ୍ ଜବତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!