Masthead

ବାଣୀବିହାର କ୍ୟାମ୍ପସରେ ଝୁଲନ୍ତା ମୃତଦେହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଣୀବିହାର କ୍ୟାମ୍ପସରେ ଝୁଲନ୍ତା ମୃତଦେହ । ଜଗନ୍ନାଥ ମନ୍ଦିର ପଛପଟୁ ମିଳିଲା ମୃତଦେହ । ଝୁଲନ୍ତା ଅବସ୍ଥାରେ ମୃତଦେହକୁ ଜବତ କରାଯାଇଛି । ମୃତକ ହେଲେ କାଳିଆ । ସେ ପରିବାର ସହ ବାଣୀବିହାର କ୍ୟାମ୍ପସରେ ରହୁଥିବା ସୂଚନା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା