Masthead

ପୋଖରୀରେ ବୁଡି ଜଣେ ମୃତ

ଅନଗୁଳ (ବଡ଼ ଖବର ବ୍ୟୁରୋ) ପୋଖରୀରେ ବୁଡି ଜଣେ ମୃତ । ଅନଗୁଳ ଜିଲ୍ଲା ପୁଢାପଙ୍କ ଗ୍ରାମର ସନ୍ତୋଷ ନାୟକ । ଗାଧୋଇ ଯାଇଥିବା ବେଳେ ଗୋଡ ଖସି ଯିବାରୁ ପୋଖରୀରେ ବୁଡି ମୃତ୍ୟୁବରଣ କରିଛନ୍ତି ସନ୍ତୋଷ । ଦମକଳ ବାହିନୀ ସନ୍ତୋଷଙ୍କୁ ପୋଖରୀରୁ ଉଦ୍ଧାରକରି ଅନଗୁଳ ମେଡିକାଲକୁ ଆଣିଥିଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ