Masthead

୧୦ ଦିନ ପରେ ମିଳିଳା ଦନ୍ତାର ମୃତଦେହ

ଅନୁଗୁଳ (ବଡ଼ ଖବର ବ୍ୟୁରୋ):  ସାତକୋଶିଆ ଜଙ୍ଗଲରୁ ଗୁଳିବିଦ୍ଧ ଦନ୍ତାହାତୀର ମୃତଦେହ ଠାବ । ଅନୁଗୁଳ ବନଖଣ୍ଡ ଜିଲିଣ୍ଡା ରେଞ୍ଜ ଅଧିନ ସାତକୋଶିଆ ଜଙ୍ଗଲ କଟରଙ୍ଗ ସେକ୍ସନ ଭିଲେଜ ଏରିଆର ବାଙ୍କଧର ବିଟ ଅଞ୍ଚଳରେ ଗୋଟିଏ ଗୁଳିବିଦ୍ଧ ଦନ୍ତା ହାତୀ ର ଗଳିତ ମୃତ ଦେହ ଠାବ ହୋଇଛି । ହାତୀର ଡାହାଣ କାନ ପାଖରେ ଗୁଳି ବାଜିଛି । ହାତୀର ବୟସ ୫୦ ବର୍ଷ ବୋଲି ରେଞ୍ଜର ଲିଙ୍ଗରାଜ ଭୋଇ ସୂଚନା ଦେଇଛନ୍ତି। ଶୁକ୍ରବାର ଦିନ କିଛି ଲୋକ କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ହାତୀର ମୃତଦେହ ଦେଖିଥିଲେ । ତେବେ ୧୦ ଦିନ ତଳେ ଗୁଳିବିଦ୍ଧ ହୋଇ ହାତୀର ମୃତ୍ୟୁ ହୋଇଥିବା ଜଣା ପଡିଛି । କଡା ପ୍ରାଟୋଲିଂ ଅଭାବରୁ ବନ ବିଭାଗ ପାଖରେ ଖବର ନଥିଲା । ମୃତ ଦେହ ପଚି ଦୁର୍ଗନ୍ଧ ହେବାରୁ ଘଟଣାଟି ପଦାକୁ ଆସିଛି । ଘଟଣା ସ୍ଥଳରୁ ହାତୀର ମୃତଦେହ ସହ ଦୁଇ ଫୁଟର ଦାନ୍ତ ଉଦ୍ଧାର ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା