Masthead

ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ

ଆସ୍କା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ । ଗଞ୍ଜାମ ଜିଲ୍ଲା ଆସିକା ଥାନା ମଙ୍ଗଳପୁର ଗାଁରେ ଏଭଳି ଘଟଣା ସାମ୍ନାକୁ ଆସିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦେବଭୂମ ଗାଁର ତିନି ଜଣ ଯୁବକ ନଵରତ୍ନପୁର ଗାଁର ବନମାଳୀ ଗୌଡକୁ ଆକ୍ରମଣ କରିଥିଲେ । ଏକ ବର୍ଷ ପୂର୍ବେ ବନମାଳୀ ଗୌଡ ର ପୁଅ ମୁନା ଗୌଡ ଦେବଭୂମି ଗାଁର କାଳିଆ ଗୌଡ ସହିତ ବଚସା ହୋଇଥିଲା ।

ଏହାକୁ କେନ୍ଦ୍ର କରି ବନମାଳୀକୁ ଆକ୍ରମଣ କରିଥିବା ଜଣାପଡ଼ିଛି । ଘଟଣାର ଖବର ପାଇ ଆସିକା ପୋଲିସ ପହଁଚି ବନମାଳୀଙ୍କୁ ଆସିକା ସବଡିଭିଜନ ମେଡିକାଲକୁ ପଠାଇଛି । ସେପଟେ ଏନେଇ ଆସିକା ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ପୋଲିସ ଆକ୍ରମଣକାରୀକୁ ଧରିବା ପାଇଁ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା