Masthead

ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେପି କର୍ମୀ ବିପ୍ରବନଛୋର ଓ ଓଡ଼ିଶା ବିଜେପି ସମର୍ଥକମାନେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ଗୁଣ୍ଡାଗର୍ଦ୍ଦି ଚଳାଇଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି । ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଦଳ । ସିଇଓ କାର୍ଯ୍ୟାଳୟକୁ ଯାଇ ବିଜେଡିର ଏକ ପ୍ରତିନିଧି ଦଳ ଦାବିପତ୍ର ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା