Masthead

ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେପି କର୍ମୀ ବିପ୍ରବନଛୋର ଓ ଓଡ଼ିଶା ବିଜେପି ସମର୍ଥକମାନେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ଗୁଣ୍ଡାଗର୍ଦ୍ଦି ଚଳାଇଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି । ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଦଳ । ସିଇଓ କାର୍ଯ୍ୟାଳୟକୁ ଯାଇ ବିଜେଡିର ଏକ ପ୍ରତିନିଧି ଦଳ ଦାବିପତ୍ର ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼