Masthead

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ଘର ଉପରେ ଉଡ଼ିଲା ଡ୍ରୋନ୍‌ । ଆଜି ଭୋର ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଘର ଉପରେ ଡ୍ରୋନ୍‌ ଉଡ଼ୁଥିବା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ‌ ଡ୍ରୋନ ଉଡୁଥିବା ଦେଖିଥିଲେ ସୁରକ୍ଷା ଦାୟିତ୍ୱରେ ଥିବା ଏସପିଜି । ଏନେଇ ଏସପିଜି, ଦିଲ୍ଲୀ ପୋଲିସ୍‌କୁ ସୂଚନା ଦେବା ପରେ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। କିଏ ଓ କାହିଁକି ଡ୍ରୋନ୍‌ ଉଡ଼ାଇ ଥିଲା ସେସମ୍ପର୍କରେ କିଛି ଜଣାପଡ଼ି ନାହିଁ । ଏପରିକି ପୋଲିସ୍‌ ହାତରେ କୌଣସି ଡ୍ରୋନ୍‌ ମଧ୍ୟ ଲାଗି ନାହିଁ। ଏନେଇ ଛାନ୍‌ଭିନ୍‌ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ବାସଭବନ ଓ ଏହାର ଆଖପାଖ ଅଞ୍ଚଳ ନୋ ଫ୍ଲାଇଂ ଜୋନ୍‌ରେ ଥିବା ବେଳେ, ଏହି ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନେକ ପ୍ରଶ୍ନ ଉଠିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ