Masthead

ସାହିଯାତରେ ବୁଲିଲା ଖଣ୍ଡା

ପୁରୀ (ବଡ଼ ଖବର ବ୍ୟୁରୋ): ପୁଣି ପୁରୀରେ ରକ୍ତପାତ। ସାହିଯାତ ଦେଖି ଫେରିବା ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଆକ୍ରମଣର ଶିକାର ହୋଇଥିବା ଯୁବକ ହେଉଛନ୍ତି କାଳିକାଦେବୀ ସାହିର କିଶନ ରଣା ଓରଫ ଜଗା।କିଶନର ମୁଣ୍ଡରେ ଲାଗିଛି ଗଭୀର ଆଘାତ। ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି ଭର୍ତ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହୋଇଛି ଆକ୍ରମଣ। ଟାଉନ ଥାନା ପୋଲିସର ଛାନଭିନ୍ ଆରମ୍ଭ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ