Masthead

ଶ୍ରୀମନ୍ଦିର ଭିତରେ ସେବାୟତଙ୍କ ମାଡ଼ପିଟ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଭିତରେ ସେବାୟତଙ୍କ ମାଡପିଟ୍ । ବିମଳାଙ୍କ ମନ୍ଦିର ନିକଟରେ ଘଟିଛି ଅଘଟଣା। ପାଳି ଖଟିବାକୁ ନେଇ ଦୁଇଜଣ ସେବାୟତ ମଧ୍ୟରେ ହାତାହତି। ହାତାହତିରେ ସେବାୟତ ଶ୍ୟାମ ପଣ୍ଡା ଆହତ ହୋଇ ସଦର ମୁଖ୍ୟ ଚିକିତ୍ସାଳୟକୁ ଆସିଥିବା ବେଳେ ତାଙ୍କ ଆଖି ଓ ଛାତିରେ କ୍ଷତ ସୃଷ୍ଟି ହୋଇଛି। ଆହତ ଶ୍ୟାମ ପଣ୍ଡାଙ୍କ ସହ ପାଳି ଖଟିବାକୁ ନେଇ ଆଉ ଜଣେ ସେବାୟତ ନରସିଂହ ପଣ୍ଡାଙ୍କ ସହ ଗଣ୍ଡଗୋଳ ହୋଇଥିଲା। ତେବେ ଶ୍ରୀମନ୍ଦିର ଭିତରେ ମାରପିଟ୍ ପରେ ଉଭୟ ସେବାୟତଙ୍କୁ ପ୍ରଥମେ ସିଂହଦ୍ଵାର ଥାନା ଓ ପରେ ସଦର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି। ତେବେ ଆହତ ସେବାୟତ ଏନେଇ ଗଣମାଧ୍ୟମରେ କିଛି ପ୍ରତିକ୍ରିୟା ରଖିନାହାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ