Masthead

କାରଖାନାରେ ଅଗ୍ନିକାଣ୍ଡ, ୨ ଶ୍ରମିକ ମୃତ

ସୁରତ (ବଡ଼ ଖବର ବ୍ୟୁରୋ): ଗୁଜରାଟ ସୁରତର କଡ଼ୋଦରା ଅଞ୍ଚଳର ଏକ କାରଖାନାରେ ଅଗ୍ନିକାଣ୍ଡ । ୨ ଶ୍ରମିକ ମୃତ । ୧୨୫ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ ଉଦ୍ୟମ କରାଯାଉଛି । ଚିରାୟୁ ପ୍ୟାକେଜିଂ ମିଲରେ ୫ ମହଲା ଗ୍ରାଉଣ୍ଡରେ ଲାଗିଛି ନିଆଁ ।

ବିଲ୍ଡିଂରେ ଅନେକ ଶ୍ରମିକ ଫସି ରହିଥିଲେ । ୨ ଟି ହାଇଡ୍ରୋଲିକ୍ କ୍ରେନ୍ ସାହାଯ୍ୟରେ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଉଛି । ଘଟଣାସ୍ଥଳରେ ୨ ଶ୍ରମିକଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା