Masthead

ଲୁହା ରଡ଼ରେ ସାଙ୍ଗକୁ ପିଟିପିଟି ହତ୍ୟା କଲା ସାଙ୍ଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜଧାନୀରେ ଚାଞ୍ଚଲ୍ୟ । ସାଙ୍ଗକୁ ହତ୍ୟା କଲା ସାଙ୍ଗ । ଖଣ୍ଡଗିରି ଥାନା ବାହାଦଲପୁରରେ ଘଟିଛି ଅଘଟଣ । ସାଙ୍ଗ କୁ ପିଟି ପିଟି ମାରିଛି ଆଉ ଏକ ସାଙ୍ଗ । ମୃତକ ହେଲେ ଅଶୋକ ସେଠୀ । ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଗତକାଲି ରାତିରେ ଅଶୋକ ଓ ଅଭିଯୁକ୍ତ ଜଗନ୍ନାଥଙ୍କ ମଧ୍ୟରେ ପାଟି ତୁଣ୍ଡ ହେଇଥିଲା । ପରେ ଜଗନ୍ନାଥ ଅଶୋକକୁ ଲୁହା ରଡ଼ ଓ ପ୍ଲାଷ୍ଟିକ ପାଇପରେ ପିଟିଥିଲା ।

ଘଟଣା ସ୍ଥଳରେ ଅଶୋକଙ୍କ ମୃତ୍ୟ ହେଇଥିଲା । ଦୁଇ ଜଣ ସଫେଇ ଗାଡ଼ି ଡ୍ରାଇଭର ଭାବରେ କାର୍ଯ୍ୟ କରୁଥଲେ । ମଦ ପିଇ ଦୁଇ ଜଣଙ୍କ ଭିତରେ ହେଇଥିଲା ବଚସା ଓ ପରେ ଉଗ୍ରରୂପ ନେଇଥିଲା । ଖବର ପାଇ ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି ତଦନ୍ତ କରିବା ସହ ଅଭିଯୁକ୍ତ ଜଗନ୍ନାଥ ଧୀବରକୁ ଅଟକ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !