Masthead

ସାମାନ୍ୟ ବଚସାରୁ ସାଙ୍ଗକୁ ଗୁଳି କଲା ସାଙ୍ଗ

ହରିଚନ୍ଦନପୁର (ବଡ଼ ଖବର ବ୍ୟୁରୋ):  ସାଙ୍ଗକୁ ଗୁଳି କଲା ସାଙ୍ଗ । ଅଳ୍ପକେ ବର୍ତ୍ତିଲେ ସାଙ୍ଗ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ସିଂଘବିଲା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ସାମାନ୍ୟ ବଚସାରୁ ସାଙ୍ଗକୁ ସାଙ୍ଗ ମାରିଲା ଗୁଳି । ଆହାତ ବ୍ୟକ୍ତି  ହେଲେ ପୂର୍ଣ୍ଣଚନ୍ଦ୍ର ଦାସ୍ । ଅଭିଯୁକ୍ତ ଜଣଙ୍କ ଗୁଳିକରି ଫେରାର୍ ହୋଇଥିବା ବେଳେ ଆହାତ ପୂର୍ଣ୍ଣଚନ୍ଦ୍ର ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଖବର ପାଇ ପୋଲିସ ଘଟଣାର ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ