Masthead

ସହିଦ ଭଗତ ସିଂଙ୍କ ୧୧୬ ତମ ଜୟନ୍ତୀ ଅବସରରେ ବିଶାଳ ମୋଟର ରାଲି

ଭଦ୍ରକ(ବଡ଼ ଖବର ବ୍ୟୁରୋ): ମହାନ୍  ସ୍ୱାଧୀନତା ସଂଗ୍ରାମୀ ସହୀଦ ଭଗତ ସିଂଙ୍କ ୧୧୬ ତମ ଜନ୍ମ ଜୟନ୍ତୀ ଅବସରରେ ଆଜି ଭଦ୍ରକରେ ସହିଦ ଭଗତ ସେନାର ଆବାହକ ସିତାଂଶୁ ଶେଖର ମହାପାତ୍ର ଙ୍କ ତତ୍ୱାବଧାନରେ ନେହେରୁ ଷ୍ଟାଡିୟମ୍ ରୁ ବାହାରି ସହର ପରିକ୍ରମା କରି ବସ ଷ୍ଟାଣ୍ଡ ନିକଟରେ ଏକ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ସହିଦ ଭଗତ ସେନାର ଆବାହକ ସିତାଂଶୁ ଶେଖର ମହାପାତ୍ର ଭଦ୍ରକରେ ବିଭିନ୍ନ ସମୟରେ ଅସହାୟ ମାନଂକୁ ସାହାଯ୍ୟର ହାତ ବଢ଼ାଇ ଥାନ୍ତି। ଆଜି ସହିଦ ଭଗତ ସିଂଙ୍କ ୧୧୬ ତମ ଜନ୍ମ ଜୟନ୍ତୀ ଅବସରରେ ୨୦୦୦ରୁ ଉର୍ଦ୍ଧ ବାଇକ୍ ରେ ରାଲି ବାହାରି ସହିଦ ଭଗତସିଂଙ୍କୁ ରାଷ୍ଟ୍ର ପୁତ୍ର ମାନ୍ୟତା ପ୍ରଦାନ ପାଇଁ ନାରା ଦେବା ସହ, ଭଦ୍ରକ କଲେଜକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ଦାବିରେ ନାରା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ