Masthead

ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିବା ପରେ ଦିଆଯିବ ଗାର୍ଡ ଅଫ୍ ଅନର୍

ଭୁବେନେଶ୍ୱର(ବଡ଼ ଖବର ବ୍ୟୁରୋ):ଆଜି ପହଞ୍ଚିବ ସହିଦ ଯବାନଙ୍କ ପାର୍ଥିବ ଶରୀର । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବ ଏହାପରେ ସହିଦ ସରୋଜଙ୍କ ମରଶରୀରକୁ ତାଙ୍କ ଗାଁକୁ ନିଆଯିବ । ଅପରାହ୍ନ ଦିନ ୧.୪୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ । ସେଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଅଣାଯିବ । ସେଠାରେ ଶେଷ ଦର୍ଶନ ପାଇଁ କିଛି ସମୟ ରଖାଯିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଅମର ଯବାନଙ୍କ ସ୍ୱତନ୍ତ୍ର କରିଡରରେ ଢେଙ୍କାନାଳ କାମାକ୍ଷାନଗର କେନ୍ଦୁଢିପ ଗାଁକୁ ଯିବ ମୃତଦେହ । ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ୟ୍ୟଦାର ସହ ଶେଷକୃତ୍ୟ ସମ୍ପର୍ଣ୍ଣ କରାଯିବ । ଶେଷକୃତ୍ୟ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଏନେଇ ଗାଁ ଶ୍ମଶାନକୁ ଗ୍ରାମବାସୀ ଓ ଗ୍ରାମର ପାରୀଯାତ କ୍ଲବର ସଦସ୍ୟ ମାନେ ସଫାସୁତୁରାରେ କରିବା ସହ ସବୁ ବ୍ୟବସ୍ଥା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା