ପରିତ୍ୟକ୍ତ ଘରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ରାମପୁର ରାଜପଥ କଡ ବିଶାଲପାଲି ନିକଟର ଏକ ପରିତ୍ୟକ୍ତ ଘରୁ ମିଳିଛି ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ । ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନାହିଁ । ଆଜି ସକାଳୁ କିଛି ସ୍ଥାନୀୟ ଲୋକେ ସେହି ରାସ୍ତା ଦେଇ ଯାଉଥିବାବେଳେ ମୃତଦେହକୁ ଦେଖିଥିଲେ ।

ବିନିକା ପୋଲିସକୁ ଖବର ଦିଆଯାଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତି ପୋଲିସ ପହଞ୍ଚିନଥିବା ଦେଖିବାକୁ ମିଳିଛି । ତେବେ କିଏ ଏହି ଯୁବକ ଓ କାହିଁକି ଏଠାରେ ଆତ୍ମହତ୍ୟାକଲା । ଏହା ଆତ୍ମହତ୍ୟା ନା ଯୋଜନାବଦ୍ଧ ହତ୍ୟା ତାହା ଜଣାପଡିନାହିଁ । ପୋଲିସ ତଦନ୍ତ ପରେ ହିଁ ପ୍ରକୃତ ରହସ୍ୟ ଉନ୍ମୋଚିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’