Masthead

ସ୍ୱାସ୍ଥ୍ୟମନ୍ତ୍ରୀ ହଟହଟା

କଟକ (ବଡ଼ ଖବର ବ୍ୟୁରୋ): ହଟହଟା ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ । କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ହଟାହଟା ହେବାକୁ ପଡ଼ିଛି । ଜେନେରାଲ ବଡି ମିଟିଂକୁ ଯାଇଥିବା ବେଳେ ଠିକା କର୍ମଚାରୀ ସ୍ଥାୟୀ ନିଯୁକ୍ତି ଦାବିରେ ମନ୍ତ୍ରୀ ନିରଞ୍ଜନଙ୍କୁ ଘେରିଥିଲେ । କେବେ ତାଙ୍କୁ ସ୍ଥାୟୀ ନିଯୁକ୍ତି ଦେବେ ସେ ଦିଗରେ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ଠିକା କର୍ମଚାରୀ ।

ଶତାଧିକ ଠିକା କର୍ମଚାରୀଙ୍କୁ ବୁଝାସୁଝା କରିବା ପରେ ସ୍ଥିତି ଶାନ୍ତ ପଡ଼ିଥିଲା । ସୂଚନା ଅନୁସାରେ ପ୍ରାୟ ୧୯୦ ଜଣ ଠିକା କର୍ମଚାରୀ ଦୀର୍ଘ ୮ ବର୍ଷ ହେଲା କାର୍ଯ୍ୟ କରିଆସୁଛନ୍ତି । ନିଜର ହକ୍ ପାଇଁ ମନ୍ତ୍ରୀଙ୍କୁ ଘେରିଥିଲେ । ଏହାପେର ମନ୍ତ୍ରୀ ସୁରକ୍ଷା ଭିତରେ ମେଡିକାଲ ପରିସରକୁ ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ